ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶିତ; ୬୭.୫୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ କଳା (+2 Arts) ଏବଂ ଧନ୍ଦାମୂଳକ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। Read more