Hingula Mandir: ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ମନ୍ଦିର ନିର୍ମାଣ ପାଇଁ MCL ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର:ଧର୍ମେନ୍ଦ୍ର ପ୍ରଧାନ

ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର (Talcher) ଗୋପାଳପ୍ରସାଦ ସ୍ଥିତ ମା’ହିଙ୍ଗୁଳା ମନ୍ଦିର (Maa Hingula Mandir) ର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମହାନଦୀ କୋଲଫିଲ୍ଡ Read more