New Laws: ଅକ୍ଟୋବର ପହିଲାରୁ ନୂଆ ନିୟମ,ଡ୍ରାଇଭିଂ ଲାଇସେନ୍ସ ତିଆରି ସହଜ,ଡକ୍ୟୁମେଣ୍ଟ ପାଖରେ ରଖିବା ଜରୁରୀ ନୁହେଁ;ଟିଭି କିଣିବା ମହଙ୍ଗା

ନୂଆଦିଲ୍ଲୀ: ଅକ୍ଟୋବର ପହିଲାରୁ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି। ସମଗ୍ର ଭାରତରେ ଏବେ ଗୋଟିଏ ରଙ୍ଗ ହେବ ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ (RC)। Read more