SARGIFUL – 2022: ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ସର୍ଗିଫୁଲ ମହୋତ୍ସବ” (SARGIFUL – 2022) ର ଉଦ୍‌ଯାପନ ଦିବସରେ ଯୋଗ ଦେଇଛନ୍ତି। ସେ ଉଦ୍‌ବୋଧନ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରତିଯୋଗିତାମୂଳକ Read more