ପ୍ରବାସୀ ଶ୍ରମିକଙ୍କୁ ସ୍ୱଳ୍ପ ମୂଲ୍ୟରେ ଗୃହ ଯୋଗାଇ ଦେବାକୁ ସରକାରଙ୍କ ସହ ଭାଗୀଦାର ହେବା ପାଇଁ ଇସ୍ପାତ ଉଦ୍ୟୋଗକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିବେଦନ

ନୂଆଦିଲ୍ଲୀ:ପ୍ରବାସୀ ଶ୍ରମିକମାନଙ୍କୁ ସ୍ୱଳ୍ପ ମୂଲ୍ୟରେ ଗୃହ ଯୋଗାଇ ଦେବା ପାଇଁ ଉଦ୍ଦିଷ୍ଟ ସରକାରୀ ଯୋଜନାରେ ଅଂଶୀଦାର ହେବାକୁ କେନ୍ଦ୍ର ଇସ୍ପାତ, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଶ୍ରୀ Read more