Odisha Weather Report: ଆସନ୍ତା ୨୬ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା,୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ଵର: Odisha Weather Report ଆଜି ସାରା ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ବ୍ୟାପ୍ତି ବାୟୁମଣ୍ଡଳର ୫.
Read more