Today corona positive in odisha: ଆଜି ୨୦୨ କରୋନା ସଂକ୍ରମିତ ଚିହ୍ନଟ

corona
Share this:

ଭୁବନେଶ୍ଵର: Today corona positive in odisha district wise last 24 hours ଗତକାଲି ଓଡ଼ିଶାରୁ ୨୫୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୦୨ଜଣ ଚିହ୍ନଟ ହୋଇଛନ୍ତି ( Today corona positive in odisha district wise last 24 hours)। ଯାହାକି କାଲି ଅପେକ୍ଷା ଆଜି କମିଛି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

tv

ଆଜି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ୧୦ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୩ଜଣ, ବୌଦରୁ ୪ଜଣ, କଟକରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ଜଣେ, ଗଜପତିରୁ ୪ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୫ଜଣ, ଯାଜପୁରରୁ ୬ଜଣ, କନ୍ଧମାଳରୁ ୫ଜଣ, କେନ୍ଦ୍ରାପଡାରୁ ୬ଜଣ, କେଉଁଝରରୁ ୭ଜଣ, ଖୋର୍ଦ୍ଧାରୁ ୩୧ଜଣ, କୋରପୁଟରୁ ୨ଜଣ, ମାଲକାନଗିରିରୁ ଜଣେ ମୟୂରଭଞ୍ଜରୁ ୧୦ଜଣ, ନବରଂଗପୁରରୁ ୧୧ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୪ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୧୭ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୪୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି।

best mobiles

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୪ ଲକ୍ଷ ୮୬ ହଜାର ୯୨୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୨ ହଜାର ୭୩୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୩୮ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୨ ହଜାର ୯୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୦୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

Read Also | Festive offers on Electronics & Accessories

Share this:

Leave a Reply

Your email address will not be published.