Weather Report Odisha:ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ, ପ୍ରବଳ ବର୍ଷାର ସମ୍ଭାବନା

Share this:

ଭୂବନେଶ୍ଵର: ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ସମୂଦ୍ର ପତନରୁ ବାୟୁମଣ୍ଡଳରେ ୫ ଦଶମିକ ୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି।

ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Share this:

Leave a Reply

Your email address will not be published. Required fields are marked *